ଲୂକ ଲିଖିତ ସୁସମାଚାର 8:43 - ଓଡିଆ ବାଇବେଲ43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ କି କାହାରି ଦ୍ୱାରା ସୁସ୍ଥ ହୋଇ ପାରି ନ ଥିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, ଯେ କି କାହାରି ଦ୍ଵାରା ସୁସ୍ଥ ହୋଇ ପାରି ନ ଥିଲା, Viz kapitolaପବିତ୍ର ବାଇବଲ (CL) NT (BSI)43 ସେମାନଙ୍କ ମଧ୍ୟରେ ବାର ବର୍ଷ ଧରି ରକ୍ତସ୍ରାବ ରୋଗରେ ପୀଡ଼ିତା ଜଣେ ସ୍ତ୍ରୀ ଲୋକ ଥିଲା। ସେ ଚିକିତ୍ସକମାନଙ୍କର ପାଉଣା ଦେଇ ଦେଇ ତା’ର ସର୍ବସ୍ୱ ବ୍ୟୟ କରିଥିଲା, କିନ୍ତୁ ତାକୁ କେହି ସୁସ୍ଥ କରି ପାରି ନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା, Viz kapitolaପବିତ୍ର ବାଇବଲ43 ସେଠାରେ ଜଣେ ସ୍ତ୍ରୀ ଲୋକ ମଧ୍ୟ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତା'ର ସମସ୍ତ ଅର୍ଥ ଔଷଧରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦେବା ପାଇଁ ସମର୍ଥ ହୋଇ ନ ଥିଲେ। Viz kapitola |