ଲୂକ ଲିଖିତ ସୁସମାଚାର 8:46 - ଓଡିଆ ବାଇବେଲ46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ ଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଲା ବୋଲି ମୁଁ ଜାଣିଲି। Viz kapitolaପବିତ୍ର ବାଇବଲ (CL) NT (BSI)46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ଠାରୁ ଶକ୍ତି ନିର୍ଗତ ହେବା ମୁଁ ଜାଣିଲି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।” Viz kapitolaପବିତ୍ର ବାଇବଲ46 କିନ୍ତୁ ଯୀଶୁ କହିଲେ, “ଜଣେ କେହି ମୋତେ ଛୁଇଁଛି। କାରଣ ମୋ'ଠାରୁ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।” Viz kapitola |