ଲୂକ ଲିଖିତ ସୁସମାଚାର 8:5 - ଓଡିଆ ବାଇବେଲ5 ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ଜଣେ ବୁଣାଳି ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। Viz kapitolaପବିତ୍ର ବାଇବଲ (CL) NT (BSI)5 “ଥରେ ଜଣେ ଲୋକ ବିହନ ବୁଣିବାକୁ ଗଲା। ସେ କ୍ଷେତରେ ବିହନ ବୁଣିବା ସମୟରେ କେତେକ ବାଟ କଡ଼ରେ ପଡ଼ିଲା। ସେଗୁଡ଼ିକ ପାଦରେ ଦଳି ହୋଇଗଲା ଓ ପକ୍ଷୀମାନେ ଖାଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। Viz kapitolaପବିତ୍ର ବାଇବଲ5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। Viz kapitola |