ଲୂକ ଲିଖିତ ସୁସମାଚାର 8:8 - ଓଡିଆ ବାଇବେଲ8 ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଲିଲା । ସେ ଏହା କହୁ କହୁ ଉଚ୍ଚ ସ୍ୱରରେ କହିଲେ, ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା। ସେ ଏହା କହୁ କହୁ ଉଚ୍ଚ ସ୍ଵରରେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ। Viz kapitolaପବିତ୍ର ବାଇବଲ (CL) NT (BSI)8 ଆଉ କେତେକ ବିହନ ଭଲ ଭୂମିରେ ପଡ଼ିଲା; ତାହାର ଚାରା ବଢ଼ି ଶହେ ଗୁଣ ଫଳ ଫଳିଲା। ଶେଷରେ ଯୀଶୁ କହିଲେ, “ଶୁଣିବାକୁ କାନ ଥିଲେ, ଶୁଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।” Viz kapitolaପବିତ୍ର ବାଇବଲ8 ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।” ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।” Viz kapitola |