ଲୂକ ଲିଖିତ ସୁସମାଚାର 9:1 - ଓଡିଆ ବାଇବେଲ1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ, ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ବାର ଶିଷ୍ୟଙ୍କୁ ଏକତ୍ର ଡ଼ାକିଲେ ଏବଂ ସେମାନଙ୍କୁ ଭୂତ ଛଡ଼ାଇବା ଓ ରୋଗ ସୁସ୍ଥ କରିବା ପାଇଁ ଶକ୍ତି ଓ କ୍ଷମତା ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। Viz kapitolaପବିତ୍ର ବାଇବଲ1 ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ। Viz kapitola |