ଲୂକ ଲିଖିତ ସୁସମାଚାର 9:17 - ଓଡିଆ ବାଇବେଲ17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକାଇ ଭଙ୍ଗା ଖଣ୍ତ ଉଠାଇନେଲେ। Viz kapitolaପବିତ୍ର ବାଇବଲ (CL) NT (BSI)17 ସେମାନେ ସମସ୍ତେ ଖାଇ ତୃପ୍ତ ହେଲେ ଓ ଶିଷ୍ୟମାନେ ବାର ଟୋକେଇ ବଳକା ଖାଦ୍ୟ ସଂଗ୍ରହ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ। Viz kapitolaପବିତ୍ର ବାଇବଲ17 ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ। Viz kapitola |