ଲୂକ ଲିଖିତ ସୁସମାଚାର 9:22 - ଓଡିଆ ବାଇବେଲ22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ଉଠିବାକୁ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)22 ପୁଣି ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବହୁତ ଦୁଃଖ ଭୋଗ କରିବେ ଓ ଇହୁଦୀ ନେତା, ମୁଖ୍ୟଯାଜକ ଓ ଧର୍ମଗୁରୁମାନଙ୍କ ଦ୍ୱାରା ପରିତ୍ୟକ୍ତ ହେବେ। ସେ ମୃତ୍ୟୁ ଭୋଗ କରିବେ, କିନ୍ତୁ ତୃତୀୟ ଦିବସରେ ସେ ଜୀବିତ ହୋଇ ଉଠିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।” Viz kapitolaପବିତ୍ର ବାଇବଲ22 “ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” Viz kapitola |