ଲୂକ ଲିଖିତ ସୁସମାଚାର 9:23 - ଓଡିଆ ବାଇବେଲ23 ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। Viz kapitolaପବିତ୍ର ବାଇବଲ (CL) NT (BSI)23 ଆଉ ସେ ସମସ୍ତଙ୍କୁ କହିଲେ, “ଯଦି କେହି ମୋର ଅନୁଗାମୀ ହେବାକୁ ଚାହେଁ, ସେ ନିଜକୁ ଭୁଲି ଯାଉ, ପ୍ରତିଦିନ ନିଜର କ୍ରୁଶ ବହନ କରି ମୋହର ଅନୁଗମନ କରୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। Viz kapitolaପବିତ୍ର ବାଇବଲ23 ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ। Viz kapitola |