ଲୂକ ଲିଖିତ ସୁସମାଚାର 9:39 - ଓଡିଆ ବାଇବେଲ39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ । Viz kapitolaପବିତ୍ର ବାଇବଲ (Re-edited) - (BSI)39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ମୁହଁରୁ ଫେଣ ବାହାରେ, ପୁଣି ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ। Viz kapitolaପବିତ୍ର ବାଇବଲ (CL) NT (BSI)39 ହଠାତ୍ ଚିକ୍ରାର କରି ଭୂତ ତାକୁ ଆକ୍ରମଣ କରେ ଓ ସେ ମୂର୍ଚ୍ଛା ହୋଇଯାଏ। ତା’ ପାଟିରୁ ଫେଣ ବାହାରେ; ଭୂତ ତାକୁ କ୍ଷତବିକ୍ଷତ କରେ ଓ ସହଜରେ ଛାଡ଼ିଯାଏ ନାହିଁ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ। Viz kapitolaପବିତ୍ର ବାଇବଲ39 ସେ ମୋର ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା'ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା’ ନିଜର ନିୟନ୍ତ୍ରଣ ହରେଇ ବସୁଛି। ତା ମୁହଁରୁ ଫେଣ ବାହାରି ପଡ଼ୁଛି। ସେ ଭୂତ ତାକୁ ବାରମ୍ବାର ଯନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡ଼ି ଯାଉ ନାହିଁ।” Viz kapitola |