ଲୂକ ଲିଖିତ ସୁସମାଚାର 9:4 - ଓଡିଆ ବାଇବେଲ4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ । Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaପବିତ୍ର ବାଇବଲ (CL) NT (BSI)4 ଯେଉଁଠାରେ ତୁମକୁ ସ୍ୱାଗତ କରାଯିବ, ସେହି ସହର ନ ଛାଡ଼ିବା ପର୍ଯ୍ୟନ୍ତ ସେହି ଘରେ ରୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaପବିତ୍ର ବାଇବଲ4 ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ। Viz kapitola |