Online Bible

- Reklamy -




ଲୂକ ଲିଖିତ ସୁସମାଚାର 9:55 - ଓଡିଆ ବାଇବେଲ

55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ । ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ [ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।]

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

55 ଯୀଶୁ ବୁଲିପଡ଼ି ସେମାନଙ୍କୁ ଭର୍ତ୍ସନା କରି କହିଲେ: “ତୁମ୍ଭେମାନେ କି ପ୍ରକାର ମନୋଭାବ ପ୍ରକାଶ କରୁଛ, ତାହା ଜାଣ ନାହିଁ - ମନୁଷ୍ୟପୁତ୍ର ମନୁଷ୍ୟର ଜୀବନ ବିନାଶ କରିବାକୁ ଆସି ନାହାନ୍ତି, ବରଂ ରକ୍ଷା କରିବାକୁ ଆସିଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

55 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲି ପଡ଼ି ସେମାନଙ୍କୁ ଭର୍ତ୍ସନା କଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 9:55

Následuj nás:

Reklamy


Reklamy