ମଲାଖୀ 3:17 - ଓଡିଆ ବାଇବେଲ17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା। Viz kapitolaପବିତ୍ର ବାଇବଲ17 ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। Viz kapitola |