ମାଥିଉ 10:1 - ଓଡିଆ ବାଇବେଲ1 ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ତାଙ୍କର ବାରଣ ଶିଷ୍ୟଙ୍କୁ ଡାକି ଭୂତ ଛଡ଼ାଇବା ପାଇଁ ଓ ସବୁ ପ୍ରକାର ରୋଗ ବ୍ୟାଧି ସୁସ୍ଥ କରିବା ପାଇଁ ଶକ୍ତି ପ୍ରଦାନ କରି ସେମାନଙ୍କୁ ପ୍ରେରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। Viz kapitolaପବିତ୍ର ବାଇବଲ1 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। Viz kapitola |