ମାଥିଉ 10:12 - ଓଡିଆ ବାଇବେଲ12 ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର; Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ, ଗୃହରେ ପ୍ରବେଶ କରିବା ସମୟରେ ତାହାକୁ କଲ୍ୟାଣ କର; Viz kapitolaପବିତ୍ର ବାଇବଲ (CL) NT (BSI)12 ଗୋଟିଏ ଘରେ ପ୍ରବେଶ କଲାବେଳେ ସେଠାରେ ଥିବା ଲୋକମାନଙ୍କୁ ଅଭିବାଦନ କରି କୁହ, ‘ତୁମମାନଙ୍କର ଶାନ୍ତି ହେଉ’। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର; Viz kapitolaପବିତ୍ର ବାଇବଲ12 କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ। Viz kapitola |