Online Bible

- Reklamy -




ମାଥିଉ 10:14 - ଓଡିଆ ବାଇବେଲ

14 ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଯେକେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ଵା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଯଦି କୌଣସି ଗୃହରେ ବା ସହରେ ତୁମକୁ ଲୋକେ ଗ୍ରହଣ କରନ୍ତି ନାହିଁ, ପାଦରୁ ଧୂଳି ଝାଡ଼ିଦେଇ ସେ ସ୍ଥାନ ପରିତ୍ୟାଗ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।

Viz kapitola kopírovat

ପବିତ୍ର ବାଇବଲ

14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ।

Viz kapitola kopírovat




ମାଥିଉ 10:14

Následuj nás:

Reklamy


Reklamy