ମାଥିଉ 10:15 - ଓଡିଆ ବାଇବେଲ15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)15 “ମୁଁ ତୁମକୁ ନିଶ୍ଚିମଭାବେ କହୁଛି, ବିଚାର ଦିନରେ ଏମାନଙ୍କଠରୁ ସଦୋମ ଗମୋଚାର ଲୋକମାନଙ୍କ ପ୍ରତି ଈଶ୍ୱର ଅଧିକ ଅନୁଗ୍ରହ ଦେଖାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।” Viz kapitolaପବିତ୍ର ବାଇବଲ15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ। Viz kapitola |