ମାଥିଉ 10:19 - ଓଡିଆ ବାଇବେଲ19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ । Viz kapitolaପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ। Viz kapitolaପବିତ୍ର ବାଇବଲ (CL) NT (BSI)19 ତୁମ୍ଭମାନଙ୍କର ବିଚାର ହେବାବେଳେ କ’ଣ କହିବ ଓ କିପରି କହିବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। Viz kapitolaପବିତ୍ର ବାଇବଲ19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। Viz kapitola |