ମାଥିଉ 10:21 - ଓଡିଆ ବାଇବେଲ21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)21 “ଲୋକେ ନିଜ ଭାଇମାନଙ୍କୁ ମୃତ୍ୟଦଣ୍ଡ ଲେଗିବା ପାଇଁ ଧରାଇ ଦେବେ। ନତା ମଧ୍ୟ ନିଜ ସନ୍ତାନମାନଙ୍କ ପ୍ରତି ସେହିପରି ବ୍ୟବହାର କରିବେ। ପୁତ୍ର କନ୍ୟାମାନେ ସେମାନଙ୍କର ପିତାମାତାଙ୍କ ବିରୁଦ୍ଧରେ ଯାଇ, ସେମାନଙ୍କୁ ବଧ କରାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ। Viz kapitolaପବିତ୍ର ବାଇବଲ21 “ଭାଇ ତା’ ନିଜ ଭାଇକୁ ବାପାମା ନିଜ ପିଲାପିଲିଙ୍କୁ ମରଣ ମୁଖକୁ ଠେଲିଦେବେ। ପିଲାମାନେ ନିଜ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ତାହାଙ୍କୁ ମାରି ପକାଇବେ। Viz kapitola |