ମାଥିଉ 10:22 - ଓଡିଆ ବାଇବେଲ22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। Viz kapitolaପବିତ୍ର ବାଇବଲ (CL) NT (BSI)22 ମୋ’ ଲାଗି ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ; କିନ୍ତିୁ ଯେ କେହି ଶେଷ ପଯ୍ୟନ୍ତ ସ୍ଥିର ରହିବ, ସେ ମୁକ୍ତି ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। Viz kapitolaପବିତ୍ର ବାଇବଲ22 ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ। Viz kapitola |