ମାଥିଉ 10:26 - ଓଡିଆ ବାଇବେଲ26 ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ଅତଏବ, ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)26 “ସେଥିପାଇଁ ମନୁଷ୍ୟମାନଙ୍କୁ ଭୟ କର ନାହିଁ। ଯାହା ଏବେ ଆବୃତ ହୋଇ ରହିଛି, ତାହା ଅନାବୃତ ହେବ ଏବଂ ସବୁ ଗୋପନ କଥା ପ୍ରକାଶ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 “ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Viz kapitolaପବିତ୍ର ବାଇବଲ26 “ତେଣୁ ସେହି ଲୋକମାନଙ୍କୁ ଭୟ କର ନାହିଁ। ଯାହା ଗୁପ୍ତରେ ଅଛି ତାହା ଦିନେ ନା ଦିନେ ପ୍ରକାଶ ପାଇବ, ଏବଂ ସବୁ ଗୋପନ କଥା ଜଣା ପଡ଼ିବ। Viz kapitola |