ମାଥିଉ 10:27 - ଓଡିଆ ବାଇବେଲ27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର । Viz kapitolaପବିତ୍ର ବାଇବଲ (Re-edited) - (BSI)27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର। Viz kapitolaପବିତ୍ର ବାଇବଲ (CL) NT (BSI)27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାର ସମୟରେ କହୁଛି, ତାହା ଦିବାଲୋରେ ପ୍ରକାଶ କର ଏବଂ ଯାହା ନିଭୃତରେଶୁଣିଛ, ତାହା ଘର ଉପରୁ ଘୋଷଣା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର। Viz kapitolaପବିତ୍ର ବାଇବଲ27 ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ। Viz kapitola |