ମାଥିଉ 10:28 - ଓଡିଆ ବାଇବେଲ28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର। Viz kapitolaପବିତ୍ର ବାଇବଲ (CL) NT (BSI)28 ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର। Viz kapitolaପବିତ୍ର ବାଇବଲ28 “ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ। Viz kapitola |