ମାଥିଉ 10:5 - ଓଡିଆ ବାଇବେଲ5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)5 ଯୀଶୁ ଏମାନଙ୍କୁ ପଠାଇବାବେଲେ ନିର୍ଦ୍ଦେଶ ଦେଇ କହିଲେ, “ତୁମେ ଅଶଯିହୁଦୀ ଦେଶକୁ ଯାଅ ନାହିଁ। କୌଣସି ଶମିରୋଣୀୟ ସହରକୁ ମଧ୍ୟ ଯାଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ, Viz kapitolaପବିତ୍ର ବାଇବଲ5 ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ। Viz kapitola |