Online Bible

- Reklamy -




ମାଥିଉ 11:19 - ଓଡିଆ ବାଇବେଲ

19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ଵାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 ଯେତେବେଳେ ମନୁଷ୍ୟ ପୁତ୍ର ଆସି ଖାଦ୍ୟପେୟ ବାରଣ କଲେ ପାହିଁ, ସମସ୍ତେ କହିଲେ, ‘ଏହି ଲୋକଟାକୁ ଦେଖ। ସେ ଗୋଟିଏ ପେଟୁ ଓ ମଦୁଆ, କରଆଦାୟକାରୀ ଓ ସମାଜଚ୍ୟୁତ ଲୋକମାନଙ୍କ ବନ୍ଧୁ।’ ସେ ଯାହାହେଉ, ଈଶ୍ୱରଙ୍କ ବିଚାର ଯେ ଯଥାର୍ଥ, ଏହା ପରିଣାମରୁ ପ୍ରକାଶ ପାଇବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”

Viz kapitola kopírovat

ପବିତ୍ର ବାଇବଲ

19 ତା'ପରେ ମନୁଷ୍ୟପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ‘ଦେଖ, ଏ ଲୋକ ପେଟୁଆ ଓ ମଦୁଆ। ସେ ପାପୀ ଓ କରଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।’ କିନ୍ତୁ କାର୍ଯ୍ୟ ଦ୍ୱାରା ଜ୍ଞାନ ସତ୍ୟ ବୋଲି ପ୍ରମାଣିତ ହୋଇଥାଏ।”

Viz kapitola kopírovat




ମାଥିଉ 11:19

Následuj nás:

Reklamy


Reklamy