ମାଥିଉ 11:2 - ଓଡିଆ ବାଇବେଲ2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ଵାରା ତାହାଙ୍କୁ ପଚାରି ପଠାଇଲେ, Viz kapitolaପବିତ୍ର ବାଇବଲ (CL) NT (BSI)2 ସେକେବେଳେ ଜଳଦୀଷାତା ଯୋହନ ବନ୍ଦୀଶାଳାରେ ଥିଲେ। ଯୀଶୁ ଯେଉଁସବୁ କାଯ୍ୟ କରୁଥିଲେ, ତାହାର ସମ୍ବାଦ ପାଇ ସେ ନିଜର ଦୁଇ ଶିଷ୍ୟଙ୍କୁ ଯୀଶୁଙ୍କ ନିକଟକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ, Viz kapitolaପବିତ୍ର ବାଇବଲ2 ବାପ୍ତିଜକ ଯୋହନ କାରାଗାରରେ ଥିଲେ। ସେ ଯୀଶୁ ଖ୍ରୀଷ୍ଟଙ୍କ କାର୍ଯ୍ୟକଳାପ ବିଷୟରେ ଶୁଣିଲେ। ସେ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। Viz kapitola |