ମାଥିଉ 11:7 - ଓଡିଆ ବାଇବେଲ7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ? Viz kapitolaପବିତ୍ର ବାଇବଲ (CL) NT (BSI)7 ଯୋହନଙ୍କ ଶିଷ୍ୟମାନେ ଫେରିଗଲାବେଳେ ଯୀଶଉ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ତୁମ୍ଭେମାନେ ଯୋହନଙ୍କୁ ଦେଖିବା ପାଇଁ ଯେତେବେଳେ ମରୁପ୍ରାନ୍ତରକୁ ଯାଇଥିଲେ, କ’ଣ ଦେଖିବାକୁ ଆଶା କରିଥଲେ? ପବନରେ ଦୋହଲୁଥିବା ଘାସ ପତ୍ର? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ? Viz kapitolaପବିତ୍ର ବାଇବଲ7 ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ? Viz kapitola |