ମାଥିଉ 12:11 - ଓଡିଆ ବାଇବେଲ11 କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? Viz kapitolaପବିତ୍ର ବାଇବଲ (CL) NT (BSI)11 ଯୀଶୁ ଉତ୍ତର ଦେି କହିଲେ, “ବିଶ୍ରାମବାରରେ ଯଦି ତୁମର ମେଣ୍ଢାଟିଏ ଗହୀରିଆ ଖାଇରେ ପଡ଼ିଯାଏ, ତୁମେ ତାକୁ ଉଠାଇ ଆଣିବ ନାହିଁ କି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? Viz kapitolaପବିତ୍ର ବାଇବଲ11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ? Viz kapitola |