Online Bible

- Reklamy -




ମାଥିଉ 12:12 - ଓଡିଆ ବାଇବେଲ

12 ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଜଣେ ମନୁଷ୍ୟର ମୂଲ୍ୟ ଗୋଟିଏ ମେଣ୍ଢାର ମୂଲ୍ୟ ଅପେକ୍ଷା ଢ଼େର ବେଶୀ। ଅତଏବ ବିଶ୍ରାମବାରରେ ଅନ୍ୟକୁ ସାହାଯ୍ୟ କରିବା ଆମ ଶସ୍ତ୍ରସମ୍ମତ କାର୍ଯ୍ୟ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।

Viz kapitola kopírovat

ପବିତ୍ର ବାଇବଲ

12 ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ତେଣୁ ମୋଶାଙ୍କ ବ୍ୟବସ୍ଥା ବିଶ୍ରାମ ଦିବସରେ ଭଲ କାମ କରିବାକୁ ଅନୁମତି ଦେଇଥାଏ।”

Viz kapitola kopírovat




ମାଥିଉ 12:12

Následuj nás:

Reklamy


Reklamy