ମାଥିଉ 12:19 - ଓଡିଆ ବାଇବେଲ19 ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚ ସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)19 ସେ ଯୁକ୍ତିତର୍କ କରିବ ନାହିଁ କି ଚିତ୍କାର କରିବ ନାହିଁ, ରାସ୍ତା ମଝିରେ ଛିଡ଼ାହୋଇ ଉଚ୍ଛ ସ୍ୱରରେ ଭାଷଣ ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ। Viz kapitolaପବିତ୍ର ବାଇବଲ19 ସେ ଯୁକ୍ତି କରିବେ ନାହିଁ କି ପାଟିତୁଣ୍ଡ କରିବେ ନାହିଁ। ଲୋକେ ଗଳିରେ ତାହାଙ୍କ କଥା ଶୁଣିବେ ନାହିଁ। Viz kapitola |