Online Bible

- Reklamy -




ମାଥିଉ 12:22 - ଓଡିଆ ବାଇବେଲ

22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ତା’ପରେ ଦିନେ ଲୋକେ ଗୋଟିଏ ଅନ୍ଧ ଓ ମୂକକୁ ନେଇ ଆସିଲେ। ସେ ଭୂତଗ୍ରସ୍ତ ହୋଇଥିବାରୁ କଥା କହିପାରୁ ନ ଥିଲା। ଯୀଶୁ ତାକୁ ସୁସ୍ଥ କଲେ। ସେ ଦେଖି ପାରିଲା ଓ କଥା କହି ପାରିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।

Viz kapitola kopírovat

ପବିତ୍ର ବାଇବଲ

22 ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା, ତା’ ଦେହରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହୋଇଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରିଦେଲେ, ଫଳରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।

Viz kapitola kopírovat




ମାଥିଉ 12:22

Následuj nás:

Reklamy


Reklamy