ମାଥିଉ 12:25 - ଓଡିଆ ବାଇବେଲ25 କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)25 ସେମାନେ କ’ଣ ଚିନ୍ତା କରୁଛନ୍ତି ଯୀଶଉ ଜଣାପାରି କହିଲେ, “ଗୋଟଏ ଦେଶର ଲୋକେ ଭିନ୍ନ ଭନ୍ନ ଦଳରେ ବିଭକ୍ତ ହୋଇ ପରସ୍ପର ଭିତରେ ଲଢ଼େଇ କଲେ, ସେ ଦେଶ ଦିନ ତିଷ୍ଠି ପାରିବ ନାହିଁ। କୌଣସି ସାହର ବା ପରିବାର ଭିତରେ ବିଭିନ୍ନ ଦଳ ସୃଷ୍ଟି ହୋଇ କଳି କନ୍ଦଳ ଲାଗିଲେ, ସେମାନେ ଶୀଘ୍ର ଛାରଖାର ହୋଇଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ। Viz kapitolaପବିତ୍ର ବାଇବଲ25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। Viz kapitola |