ମାଥିଉ 12:27 - ଓଡିଆ ବାଇବେଲ27 ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)27 ତୁମ୍ଭେମାନେ କହୁଛ, ମୁଁ ବାଆଲଜିବୂଲ୍ର ଶକ୍ତିରେ ପ୍ରେତାତ୍ମାମାନଙ୍କୁ ବିତାଡ଼ିତ କରୁଛି। ତେବେ ସେମାନଙ୍କୁ ତଡ଼ିଦେବା ପାଇଁ ତୁମ ଶିଷ୍ୟମାନଙ୍କୁ କିଏ ଶକ୍ତି ଦେଉଛି? ତୁମ ଶିଷ୍ୟମାନଙ୍କର ଏହି କାର୍ଯ୍ୟ ଦ୍ୱାରା ତୁମ ଅଭିଯୋଗ ମିଥ୍ୟା ବୋଲି ପ୍ରମାଣିତ ହେଉଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ। Viz kapitolaପବିତ୍ର ବାଇବଲ27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। Viz kapitola |