ମାଥିଉ 12:4 - ଓଡିଆ ବାଇବେଲ4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ସେଦିନ ମନ୍ଦିର ଭିତରକୁ ଯାଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ରୋଟୀ ଖାଇଲେ। ଶାସ୍ତ୍ର ଅନୁଯାୟୀ ପୁରୋହିତଙ୍କ ଛଡ଼ା ସେହି ରୋଟୀ ଖାଇବା ପାଇଁ ଅନ୍ୟ କାହାର ଅଧିକାର ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ। Viz kapitolaପବିତ୍ର ବାଇବଲ4 ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ। Viz kapitola |