Online Bible

- Reklamy -




ମାଥିଉ 12:41 - ଓଡିଆ ବାଇବେଲ

41 ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

41 ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ,, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

41 ବିଚାର ଦିନରେ ନିନିବୀର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଠିଆ ହେବେ, କାରଣ ଯୂନସଙ୍କ ପ୍ରଚାର ଶୁଣି ସେମାନେ ପାପ ପଥରୁ ଫେରି ଆସିଲେ। ମୁଁ ତୁମ୍ଭମାନଙ୍କୁ କହୁଛି, ଯୂନସଙ୍କଠାରୁ ମହାନ୍ ଜଣେ ଏଠାରେ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

Viz kapitola kopírovat

ପବିତ୍ର ବାଇବଲ

41 ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।

Viz kapitola kopírovat




ମାଥିଉ 12:41

Následuj nás:

Reklamy


Reklamy