ମାଥିଉ 12:43 - ଓଡିଆ ବାଇବେଲ43 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)43 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)43 “ମନୁଷ୍ୟ। ଦେହରୁ ବାହାରି ଯିବା ପରେ ଗୋଟିଏ ପ୍ରେତାତ୍ମା ମରୁଞ୍ଚଳରେ ବିଚରଣ କରି ଆଉ ଗୋଟିଏ ଆଶ୍ରୟ ସ୍ଥଳ ଖୋଜେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 “ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ। Viz kapitolaପବିତ୍ର ବାଇବଲ43 “ଯେତେବେଳେ ଗୋଟିଏ ଭୂତ କୌଣସି ଲୋକଦେହରୁ ବାହାରି ଗ୍ଭଲି ଆସେ, ସେତେବେଳେ ସେ ପଥଭ୍ରଷ୍ଟ ହୋଇ ବିଶ୍ରାମ ନେବା ପାଇଁ ଶୁଖିଲା ଜାଗାଟିଏ ଖୋଜି ବୁଲେ, କିନ୍ତୁ ସେଭଳି ଜାଗାଟିଏ ତାକୁ ମିଳେ ନାହିଁ। Viz kapitola |