ମାଥିଉ 12:46 - ଓଡିଆ ବାଇବେଲ46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)46 ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)46 ଯୀଶୁ ଲୋକମାନଙ୍କ ସହିତ କଥାବାର୍ତ୍ତା ହେବାବେଳେ ତାଙ୍କ ମାଆ ଓ ଭାଇମାନେ ସେହି ସ୍ଥାନରେ ପହଞ୍ଚି ତାଙ୍କୁ କିଛି କହତବା ପାଇଁ ବାହାରେ ଅପେକ୍ଷା କରି ତାଙ୍କୁ ଡକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ। Viz kapitolaପବିତ୍ର ବାଇବଲ46 ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ। Viz kapitola |