Online Bible

- Reklamy -




ମାଥିଉ 12:49 - ଓଡିଆ ବାଇବେଲ

49 ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମାଁ ଓ ମୋହର ଭାଇମାନେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

49 ଶିଷ୍ୟମାନଙ୍କ ଆଡ଼କୁ ହାତ ଦେଖାଇ କହିଲେ, “ଏହିମାନେ ହେଉଛନ୍ତି ମୋର ମାଆ ଓ ଭାଇ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,

Viz kapitola kopírovat

ପବିତ୍ର ବାଇବଲ

49 ତା'ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ।

Viz kapitola kopírovat




ମାଥିଉ 12:49

Následuj nás:

Reklamy


Reklamy