ମାଥିଉ 12:7 - ଓଡିଆ ବାଇବେଲ7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ । Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ;। Viz kapitolaପବିତ୍ର ବାଇବଲ (CL) NT (BSI)7 ”ଶାସ୍ତ୍ର କହେ, ‘ମୁଁ ଚାହେଁ ଦୟା, ବଳିଦାନ ନ୍;ହଁ; ଏ କଥାର ଅର୍ଥ ଯଦି ପ୍ରକୃତରେ ବୁଝିଥ।।ନ୍ତି, ଏହି ନିର୍ଦ୍ଧାଷ ଲୋକମାନଙ୍କୁ ତୁମ୍ଭେମାନେ ଦୋଷୀ କରନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ। Viz kapitolaପବିତ୍ର ବାଇବଲ7 ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’ ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ। Viz kapitola |