Online Bible

- Reklamy -




ମାଥିଉ 13:14 - ଓଡିଆ ବାଇବେଲ

14 ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ଵନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଭାବବାଦୀ ଯିଶଇୟଙ୍କ ଭବିଷ୍ୟତ ବାଣୀ ସେମାନଙ୍କ ପ୍ରତି ପ୍ରଯୁଜ୍ୟ। ‘ଏହି ଲୋକମାନେ ଶୁଣି ଶୁଣି କିଛି ବୁଛନ୍ତି ନାହିଁ। ଚାହିଁ ରହିଥାନ୍ତି କିନ୍ତୁ ଦେଖି ପାରନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ

14 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ ସେମାନଙ୍କ ବିଷୟରେ ଯାହା କହିଥିଲେ, ତାହା ସତ୍ୟ ବୋଲି ସେହିମାନେ ପ୍ରମାଣିତ କରି ଦେଉଛନ୍ତି। ଯିଶାଇୟ କହିଥିଲେ, ‘ତୁମ୍ଭେମାନେ ଶୁଣୁଥିବ, କିନ୍ତୁ ବୁଝି ପାରିବ ନାହିଁ। ତୁମ୍ଭେମାନେ ଦେଖୁଥିବ କିନ୍ତୁ କିଛି ଜାଣି ପାରିବ ନାହିଁ।

Viz kapitola kopírovat




ମାଥିଉ 13:14

Následuj nás:

Reklamy


Reklamy