Online Bible

- Reklamy -




ମାଥିଉ 13:15 - ଓଡିଆ ବାଇବେଲ

15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 କାରଣ ସେମାନେ ସ୍ଥଳ ବୁଦ୍ଧି। ସେମାନେ କାନ ବନ୍ଦ କରି ଦେଇଛନ୍ତି ଓ ଆଖି ବୁଜି ଦେଇଛନ୍ତି। ତା’ନ ହୋଇଥିଲେ ସେମାନେ ଦେଖି ପାରିଥାନ୍ତେ ଏବଂ ସେମାନେ ମୋ’ ନିକଟକୁ ଫେରି ଯାଆନ୍ତେ ଓ ସେମାନଙ୍କୁ ମୁଁ ସୁସ୍ଥ କରି ଦେଇଥାନ୍ତି। (ଏ କଥା ଈଶ୍ୱର କହିଛନ୍ତି)’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’

Viz kapitola kopírovat

ପବିତ୍ର ବାଇବଲ

15 କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’

Viz kapitola kopírovat




ମାଥିଉ 13:15

Následuj nás:

Reklamy


Reklamy