Online Bible

- Reklamy -




ମାଥିଉ 13:17 - ଓଡିଆ ବାଇବେଲ

17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଏକଥା ନିଶ୍ଚିତଭାବେ ତୁମ୍ଭମାନଙ୍କୁ କହୁଛି, ଅନେକ ଭାବବାଦୀ ଓ ଈଶ୍ୱରପରାୟଣ ଲୋକ, ତୁମ୍ଭେମାନେ ଯାହା ଦେଖୁଛ; ତାହା ଦେଖିବା ପାଇଁ ଓ ଯାହା ଶଉଣୁଛ; ତାହା ଶଉଣିବା ପାଇଁ ଓ ଇଚ୍ଛା କରୁଥିଲେ, କିନ୍ତୁ ପାରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

17 ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସେମାନେ ତାହା ଦେଖି ପାରି ନ ଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ସେମାନେ ଗ୍ଭହିଁଥିଲେ, କିନ୍ତୁ ସେମାନେ ତାହା ଶୁଣି ପାରି ନ ଥିଲେ।

Viz kapitola kopírovat




ମାଥିଉ 13:17

Následuj nás:

Reklamy


Reklamy