Online Bible

- Reklamy -




ମାଥିଉ 13:33 - ଓଡିଆ ବାଇବେଲ

33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଆଉ ଥରେ ଯୀଶୁ ଉଦାହରଣ ଦେଇ କହିଲେ, “ଜଣେ ସ୍ତ୍ରୀଲୋକ ଟିକେ ଖମୀର ନେଇ ଅଧବସ୍ତା ପରିମାଣ ମଇଦାରେ ମିଶାଇଲା। ଯଥା ସମୟରେ ସବୁଯାକ ମଇଦା ତାଡ଼ିରେ ମିଶିଯାଇ ଫୁଲି ଉଠଇଲା। ସ୍ୱର୍ଗରାଜ୍ୟ ଏହିପରି ବୃଦ୍ଧି ପାଏ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”

Viz kapitola kopírovat

ପବିତ୍ର ବାଇବଲ

33 ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”

Viz kapitola kopírovat




ମାଥିଉ 13:33

Následuj nás:

Reklamy


Reklamy