Online Bible

- Reklamy -




ମାଥିଉ 13:43 - ଓଡିଆ ବାଇବେଲ

43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ । ଯାହାର କାନ ଅଛି, ସେ ଶୁଣୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

43 ସେହି ସମୟରେ ଈଶ୍ୱରଙ୍କ ଭକ୍ତମାନେ ସ୍ୱର୍ଗରାଜ୍ୟରେ ସୂର୍ଯ୍ୟପରି ତେଜସ୍କର ହେବେ। ଶୁଣିବା ପାଇଁ ଆଗ୍ରହ ଥିଲେ କାନ ଦେଇ ଶଉଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”

Viz kapitola kopírovat

ପବିତ୍ର ବାଇବଲ

43 ଯେତେବେଳେ ଧାର୍ମିକ ଲୋକମାନେ ସୂର୍ଯ୍ୟ ଭଳି ପ୍ରକାଶମାନ ହେବେ। ସେମାନେ ତାହାଙ୍କ ପରମପିତାଙ୍କ ରାଜ୍ୟରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।

Viz kapitola kopírovat




ମାଥିଉ 13:43

Následuj nás:

Reklamy


Reklamy