ମାଥିଉ 13:49 - ଓଡିଆ ବାଇବେଲ49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)49 ଯୁଗା; ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ବିଭିନ୍ନ କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)49 ଯୁଗାନ୍ତ ସମୟରେ ଏହିପରି ହେବ। ସ୍ୱର୍ଗଦୂତମାନେ ଧାର୍ମିକମାନଙ୍କଠାରୁ ପାପୀମାନଙ୍କଠାରୁ ପାପୀମାନଙ୍କୁ ଅଲଗା କରିଦେଇ ସେମାନଙ୍କୁ ଜଳନ୍ତା ନିଆରେ ପକାଇ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଯୁଗାନ୍ତ ସମୟରେ ସେହିପରି ଘଟିବ; ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ, Viz kapitolaପବିତ୍ର ବାଇବଲ49 ସଂସାର ଶେଷ ହେବା ବେଳେ ଏହିଭଳି ଘଟିବ। ସ୍ୱର୍ଗଦୂତମାନେ ଆସିବେ। ସେମାନେ ଧାର୍ମିକ ଲୋକଙ୍କ ଭିତରୁ ପାପୀ ଲୋକଙ୍କୁ ଅଲଗା କରିଦେବେ। Viz kapitola |