ମାଥିଉ 13:51 - ଓଡିଆ ବାଇବେଲ51 ତୁମ୍ଭେମାନେ କ'ଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ । Viz kapitolaପବିତ୍ର ବାଇବଲ (Re-edited) - (BSI)51 ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ? ସେମାନେ ତାହାଙ୍କୁ କହିଲେ, ହଁ। Viz kapitolaପବିତ୍ର ବାଇବଲ (CL) NT (BSI)51 ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ଏସବୁ ବିଷୟ ବୁଝି ପାରୁଛି?” ସେମାନେ ଉତ୍ତର ଦେଲେ, “ହଁ ପ୍ରଭୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 “ତୁମ୍ଭେମାନେ କଅଣ ଏହିସବୁ କଥା ବୁଝିଲ” ସେମାନେ ତାହାଙ୍କୁ କହିଲେ ହଁ। Viz kapitolaପବିତ୍ର ବାଇବଲ51 ଯୀଶୁ ନିଜ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?” ଶିଷ୍ୟମାନେ କହିଲେ, “ହଁ, ଆମ୍ଭେମାନେ ବୁଝିପାରୁଛୁ।” Viz kapitola |