ମାଥିଉ 13:56 - ଓଡିଆ ବାଇବେଲ56 ଆଉ, ଏହାର ଭଉଣୀମାନେ କ'ଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ତେବେ ସେ ଏହି ସବୁ କେଉଁଠୁ ପାଇଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)56 ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? Viz kapitolaପବିତ୍ର ବାଇବଲ (CL) NT (BSI)56 ତାଙ୍କର ଭଉଣୀମାନେ କ’ଣ ଏଠି ନାହାନ୍ତି? ଏସବୁ ଶକ୍ତି ସେ ପାଇଲେ କେଉଁଠୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? Viz kapitolaପବିତ୍ର ବାଇବଲ56 ତା'ର ସବୁ ଭଉଣୀମାନେ ତ ଆମ୍ଭ ସହିତ ଏଠାରେ ଅଛନ୍ତି। ତେବେ ଏସବୁ କହିବା ପାଇଁ ଜ୍ଞାନ ଓ ଶକ୍ତି ସେ କେଉଁଠାରୁ ପାଇଲା?” Viz kapitola |