ମାଥିଉ 13:8 - ଓଡିଆ ବାଇବେଲ8 ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ । Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ, କେତେକ ଷାଠିଏ ଗୁଣ, ପୁଣି କେତେକ ତିରିଶ ଗୁଣ। Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ। Viz kapitolaପବିତ୍ର ବାଇବଲ8 ଆଉ କିଛି ବୀଜ ଭଲ ମାଟି ଉପରେ ପଡ଼ିଲା ଓ ତାହା ବଢ଼ି ସେଥିରେ ଫଳ ଫଳିଲା। କେତେକ ଗଛରେ ଶହେ ଗୁଣ, କେତେକରେ ଷାଠିଏ ଗୁଣ ଓ ଆଉ କେତେକରେ ତିରିଶ୍ ଗୁଣ ଅଧିକ ଫଳିଲା। Viz kapitola |