ମାଥିଉ 14:15 - ଓଡିଆ ବାଇବେଲ15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)15 ସେହି ଦିନ ସନ୍ଧ୍ୟାବେଳେ ଶିଷ୍ୟମାନେ ଆସି କହିଲେ, “ବହୁତ ଡେରି ହୋଇଗଲାଣଇ, ପୁଣି ଏ ଜଗା ନିଛାଟଇଆ, ଲୋକମାନଙ୍କୁ ବିଦାୟ ଦିଅନ୍ତୁ। ସେମାନେ ର୍ଗାମାନଙ୍କୁ ଯାଇ ଖାଦ୍ୟ ଯୋଗାଡ଼ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ। Viz kapitolaପବିତ୍ର ବାଇବଲ15 ସନ୍ଧ୍ୟା ବେଳକୁ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, “ଏହା ଅତ୍ୟନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠେଇ ଦିଅ, ତା'ହେଲେ ସେମାନେ ଗାଁମାନଙ୍କୁ ଯାଇ ସେମାନଙ୍କ ପାଇଁ ଖାଦ୍ୟ କିଣି ପାରିବେ।” Viz kapitola |