ମାଥିଉ 14:16 - ଓଡିଆ ବାଇବେଲ16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ। Viz kapitolaପବିତ୍ର ବାଇବଲ (CL) NT (BSI)16 ଯୀଶୁ ସେମାନଙ୍କୁ କହିଲେ, “ସେମାନେ ଏଠାରୁ ଯିବା ଦରକାର ନାହିଁ। ତୁମେ ସେମାନେଙ୍କୁ କିଛି ଖାଇବାକୁ ଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” Viz kapitolaପବିତ୍ର ବାଇବଲ16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଦରକାର ନାହିଁ, ତୁମ୍ଭେ ସେମାନଙ୍କୁ କିଛି ଖାଇବାକୁ ଦିଅ।” Viz kapitola |