ମାଥିଉ 14:19 - ଓଡିଆ ବାଇବେଲ19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ, ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। Viz kapitolaପବିତ୍ର ବାଇବଲ (CL) NT (BSI)19 ଲୋକମାନଙ୍କୁ ଘାସ ଉପରେ ବସିବାକୁ କହି ଯୀଶୁ ସେହି ପଞ୍ଚଟି ରୋଟୀ ଓ ଦୁଇଟି ମାଛକୁ ନେଲେ ଓ ସ୍ୱର୍ଗଆଡ଼କୁ ଚାହିଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। ପୁଣି ସେ ରୋଟୀଗୁଡ଼ିକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ବଢ଼ାଇ ଦେଲେ। ଶିଷ୍ୟମାନେ ସେହିସବୁ ନେଇ ଲୋକମାନଙ୍କ ଭିତରେ ବାଣ୍ଟିଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। Viz kapitolaପବିତ୍ର ବାଇବଲ19 ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଘାସ ଉପରେ ବସିଯିବା ପାଇଁ କହିଲେ। ତା'ପରେ ସେ ପାଞ୍ଚଖଣ୍ଡ ରୋଟୀ ଓ ଦୁଇଟି ଯାକ ମାଛ ଧରି ଆକାଶକୁ ଗ୍ଭହିଁଲେ ଓ ଖାଦ୍ୟ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀକୁ ଖଣ୍ଡ ଖଣ୍ଡ କରି ଶିଷ୍ୟମାନଙ୍କ ହାତକୁ ଦେଲେ। ଶିଷ୍ୟମାନେ ଲୋକଙ୍କୁ ସେଥିରୁ ବାଣ୍ଟିଲେ। Viz kapitola |